ଡକାୟତି ଯୋଜନା ବିଫଳ, ଯୋଜନା କରୁଥିବା ବେଳେ କାବୁ କଲା ପୁଲିସ୍

ଅନୁଗୁଳ: ବିଳମ୍ବିତ ରାତିରେ ଲୁଟ୍‌ପାଟ୍‌ କରି ଆତଙ୍କ ଖେଳାଇବାକୁ ଯୋଜନା ଚଳାଇଥିବା ଏକ ଡକାୟତ ଗ୍ୟାଙ୍ଗକୁ କାବୁ କରିଛି ନାଲ୍‌କୋନଗର ଥାନା ପୁଲିସ୍‌। ସୋମବାର ବିଳମ୍ବିତ ରାତିରେ ଡକାୟତି ଯୋଜନା କରୁଥିବା ଏହି ଲୁଟେରା ଗ୍ୟାଙ୍ଗର ୫ ଜଣ ଅଭିଯୁକ୍ତକୁ ପାଟ୍ରୋଲି˚…

Continue Readingଡକାୟତି ଯୋଜନା ବିଫଳ, ଯୋଜନା କରୁଥିବା ବେଳେ କାବୁ କଲା ପୁଲିସ୍

ନାଲକୋ ପ୍ଲାଣ୍ଟର ଉତ୍ପାଦନ କ୍ଷମତା ବାର୍ଷିକ ୧ ମିଲିୟନ ଟନ୍ ବୃଦ୍ଧି ହେଉ: ଧର୍ମେନ୍ଦ୍ର ପ୍ରଧାନ

ଅନୁଗୁଳ: ଅନୁଗୁଳ ନ୍ୟାସନାଲ ଆଲୁମିନିୟମ କମ୍ପାନି (ନାଲକୋ)ର ଆଲୁମିନିୟମ ଉତ୍ପାଦନ କ୍ଷମତା ବାର୍ଷିକ ୧ ମିଲିୟନ ଟନକୁ ବୃଦ୍ଧି କରାଯାଉ ବୋଲି ପ୍ରକାଶ କରିଛନ୍ତି କେନ୍ଦ୍ର ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। ସୂଚନା ଅନୁଯାୟୀ କେନ୍ଦ୍ର ଖଣି, କୋଇଲା ଓ ସଂସଦ ବ୍ୟାପାର…

Continue Readingନାଲକୋ ପ୍ଲାଣ୍ଟର ଉତ୍ପାଦନ କ୍ଷମତା ବାର୍ଷିକ ୧ ମିଲିୟନ ଟନ୍ ବୃଦ୍ଧି ହେଉ: ଧର୍ମେନ୍ଦ୍ର ପ୍ରଧାନ

ଅନୁଗୁଳରେ ବନ୍ଦ, ଗଡିଲାନି ଚକ

ଅନୁଗୁଳ: ମୋଦି ସରକାରଙ୍କ ଶ୍ରମିକ, କୃଷକ ଓ ଜନ ବିରୋଧୀ ନୀତି ବିରୋଧରେ ୨୬ ନଭେମ୍ବରରେ ଆୟୋଜିତ ଦେଶବ୍ୟାପୀ ଧର୍ମଘଟ ସଫଳ ହୋଇଛି। ଅନୁଗୁଳରେ ଏହି ବନ୍ଦକୁ ବେଶ୍‌ ସମର୍ଥନ ମିଳିଥିବା ଦେଖିବାକୁ ମିଳିଥିଲା। ଶ୍ରମ କୋଡ୍‌କୁ ପ୍ରତ୍ୟାହାର, କୃଷକ ଆଇନକୁ…

Continue Readingଅନୁଗୁଳରେ ବନ୍ଦ, ଗଡିଲାନି ଚକ

ଟ୍ରେନ ଧକ୍କାରେ ମହିଳା ମୃତ୍ୟୁ

ଅନୁଗୁଳ: ବୁଧବାର ସକାଳ ସମୟରେ ନାଲକୋ ଥାନା ବଳରାମ ପ୍ରସାଦଠାରେ ଟ୍ରେନ ଲାଇନରେ କଟି ଜଣେ ମହିଳାଙ୍କର ମୃତ୍ୟୁ ହୋଇଛି। ମୃତ ମହିଳା ଜଣଙ୍କ ହେଉଛନ୍ତି ଟିକନ ରାଉତଙ୍କ ସ୍ତ୍ରୀ ଗୀତାଞ୍ଜଳି ରାଉତ। ମହିଳା ଜଣକ କେଉଁ ପରିସ୍ଥିତିରେ ଟ୍ରେନ୍ ଲାଇନକୁ…

Continue Readingଟ୍ରେନ ଧକ୍କାରେ ମହିଳା ମୃତ୍ୟୁ

ନାଲକୋ ପ୍ଲାଣ୍ଟରେ ଦୁର୍ଘଟଣା

ଅନୁଗୁଳ: ନାଲକୋ ସ୍ମେଲଟର ପ୍ଲାଣ୍ଟରେ ଏକ ଅଘଟଣ ଘଟି ଜଣେ ଠିକା ଶ୍ରମିକଙ୍କର ଶୋଚନୀୟ ମୃତ୍ୟୁ ହୋଇଛି। ମୃତକ ତୁଳସୀପାଳ ଗ୍ରାମର ଅକ୍ଷୟ ଦେହୁରୀ ବୋଲି ଜଣା ପଡିଛି। ସେ କାରଖାନାରେ ସିଟ ଛପର କରୁଥିବା ବେଳେ ତଳକୁ ଖସି ପଡ଼ିଥିଲେ।…

Continue Readingନାଲକୋ ପ୍ଲାଣ୍ଟରେ ଦୁର୍ଘଟଣା

ଯୁବକଙ୍କ ଅସ୍ବାଭାବିକ ମୃତ୍ୟୁ

ଅନୁଗୁଳ: ନାଲକୋନଗର ଥାନା କାଣ୍ଡସର ଗୌଡସାହିଠାରେ ଗୁରୁବାର ସକାଳେ ଜଣେ ଯୁବକଙ୍କ ମୃତଦେହ ପୁଲିସ୍ ଉଦ୍ଧାର କରିଛି। ମୃତ ଯୁବକ ଗୌତମ ବେହେରା (୪୦) ଓ ତାଙ୍କ ଘର ନିଶା ଶିଳ୍ପାଞ୍ଚଳ ଥାନା ଜାମୁଣ୍ଡା ଜଙ୍ଗଲ ଗ୍ରାମରେ। ସେ କାଣ୍ଡଶର ଗୌଡସାହି…

Continue Readingଯୁବକଙ୍କ ଅସ୍ବାଭାବିକ ମୃତ୍ୟୁ

ହୋଟେଲରେ ଗଣ୍ଡଗୋଳ କରି ଫସିଲେ ୩ ନାଲକୋ ଇଞ୍ଜିନିୟର ଗିରଫ

ଅନୁଗୁଳ: ମଙ୍ଗଳବାର ଅପରାହ୍ନରେ ନାଲକୋ କାଣ୍ତସର୍ ସ୍ଥିତ ହୋଟେଲ ଭୋଜନ ବାହାରରେ ନିଶାସକ୍ତ ଅବସ୍ଥାରେ ଉନ୍ମତ୍ତକାଣ୍ଡ ଘଟାଇ ତିନି ଜଣ ନାଲକୋ ଇଞ୍ଜିନିୟର ଗିରଫ ହୋଇଛନ୍ତି। ପୁଲିସ୍ ବୁଧବାର ସେମାନଙ୍କୁ ଗିରଫ କରିବା ସହ କୋଭିଡ୍ ଟେଷ୍ଟ କରାଇ କୋର୍ଟ ଚାଲାଣ…

Continue Readingହୋଟେଲରେ ଗଣ୍ଡଗୋଳ କରି ଫସିଲେ ୩ ନାଲକୋ ଇଞ୍ଜିନିୟର ଗିରଫ

ମନ୍‌ସା ପ୍ରସାଦ ନାଲ୍‌କୋ ନିର୍ଦ୍ଦେଶକ

ଅନୁଗୁଳ: ନାଲ୍‌କୋର ନିର୍ବାହୀ ନିର୍ଦ୍ଦେଶକ ମନ୍‌ସା ପ୍ରସାଦ ମିଶ୍ର କମ୍ପାନିର ନି‌େର୍ଦ୍ଦଶକ ରୂପେ ମନୋନୀତ ହୋଇଛନ୍ତି। ଖଣି ମନ୍ତ୍ରାଳୟ ଏଥିପାଇଁ ଶ୍ରୀ ମିଶ୍ରଙ୍କ କାମ ସୁପାରିଶ କରିଥିବା ବେଳେ କ୍ୟାବିନେଟ୍‌ କମିଟି ଏଥିରେ ମୋହର ମାରିଛି। ଶ୍ରୀ ମିଶ୍ର ୨୦୨୩ ଜୁଲାଇ…

Continue Readingମନ୍‌ସା ପ୍ରସାଦ ନାଲ୍‌କୋ ନିର୍ଦ୍ଦେଶକ