ଏନଟିପିସି କେ.ଭି.ରେ ରାଜ୍ୟସ୍ତରୀୟ ବ୍ୟାଡମିଣ୍ଟନ ପ୍ରତିଯୋଗିତା ଉଦ୍ଯାପିତ, ଶ୍ରେଷ୍ଠ ୯ ଜଣ ପୁରସ୍କୃତ
ଅନୁଗୁଳ: ଅନୁଗୁଳ ଜିଲ୍ଲା କଣିହାଁ ବ୍ଲକ୍ ଏନଟିପିସି କେନ୍ଦ୍ରୀୟ ବିଦ୍ୟାଳୟ, ଦୀପଶିଖା ଆନୁକୂଲ୍ୟରେ ତିନି ଦିନ ଧରି ଚାଲିଥିବା ୫୪ତମ ରାଜ୍ୟସ୍ତରୀୟ ବ୍ୟାଡମିଣ୍ଟନ ପ୍ରତିଯୋଗିତା ଉଦ୍ଯାପିତ ହୋଇଛି। ଏହି ରାଜ୍ୟସ୍ତରୀୟ ବ୍ୟାଡମିଣ୍ଟନ ପ୍ରତିଯୋଗିତାରେ ରାଜ୍ୟର ବିଭିନ୍ନ ଜିଲ୍ଲାର ୪୦ କେନ୍ଦ୍ରୀୟ ବିଦ୍ୟାଳୟର…