ଏନଟିପିସି ଦୀପଶିଖା ସବ୍ପୋଷ୍ଟମାଷ୍ଟର୍ଙ୍କୁ ବିଦାୟ ସମ୍ବର୍ଦ୍ଧନା
ଅନୁଗୁଳ(Jugal Kishore Sahoo): ଅନୁଗୁଳ ଜିଲ୍ଲା କଣିହାଁ ଏନଟିପିସି ଦୀପଶିଖା ସବ୍ପୋଷ୍ଟମାଷ୍ଟର ସୁପ୍ରିମା ପ୍ରଧାନଙ୍କୁ ବିଦାୟକାଳୀନ ସମ୍ବର୍ଦ୍ଧନା ଦିଆଯାଇଛି। ଏ ଉପଲକ୍ଷେ ଆୟୋଜିତ ସଭାରେ ଜିଡ଼ିଏସ୍ ଏମଡ଼ି ପ୍ରଶାନ୍ତ ଧର ଅଧ୍ୟକ୍ଷତା କରିଥିଲେ। ଶ୍ରୀମତୀ ପ୍ରଧାନଙ୍କୁ ବିଦାୟ ସମ୍ବର୍ଦ୍ଧନା ଜ୍ଞାପନ କରାଯାଇଥିବା…
