ଓଡ଼ିଶାରେ ମଜଭୁତ ହେଉଛି ବିଜେପି! କେନ୍ଦ୍ର ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଉପସ୍ଥିତିରେ ପଦ୍ମ ଧରିଲେ ବିଜେଡି ଓ କଂଗ୍ରେସର ଶତାଧିକ ନେତା
ଖମାର: କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଉପସ୍ଥିତିରେ ଆଜି ଶତାଧିକ ବିଜେଡି ଓ କଂଗ୍ରେସ କର୍ମୀ ବିଜେପିରେ ଯୋଗଦେଇଛନ୍ତି। କେନ୍ଦ୍ର ମନ୍ତ୍ରୀ ଆଜି ପାଳଲହଡା ନିର୍ବାଚନମଣ୍ଡଳୀ ଖମାର ଠାରେ ଗରିବ କଲ୍ୟାଣ ସମାବେଶ କରିଥିଲେ। ଭୀଷଣ ବର୍ଷା ସତ୍ତ୍ୱେ ଆଠ ହଜାରରୁ ଅଧିକ…
