ରଶ୍ମିତା ସେଠୀ ହେଲେ ଅନୁଗୁଳ ଜିଲ୍ଲାପରିଷଦ ଉପାଧ୍ୟକ୍ଷା
ଅନୁଗୁଳ: ଅନୁଗୁଳ ଜିଲ୍ଲାପରିଷଦ ଉପାଧ୍ୟକ୍ଷା ଭାବେ ରଶ୍ମିତା ସେଠୀ ଶୁକ୍ରବାର ନିର୍ଦ୍ବନ୍ଦରେ ନିର୍ବାଚିତ ହୋଇଛନ୍ତି। ଜିଲ୍ଲା ଗ୍ରାମ୍ୟ ଉନ୍ନୟନ ସଂସ୍ଥାରେ ସମ୍ମିଳନୀ କକ୍ଷରେ ୬ଷ୍ଠ ଜିଲ୍ଲାପରିଷଦର ୨ୟ ବୈଠକ ଅନୁଷ୍ଠିତ ହୋଇଥିଲା। ବୈଠକରେ ଉପାଧ୍ୟକ୍ଷ ପଦ ପାଇଁ ନିର୍ବାଚନ ଘୋଷଣା କରିଥିଲେ…