ପୁଲିସ୍ ଅଧିକାରୀଙ୍କୁ ବାଧ୍ୟତାମୂଳକ ଅବସର
ଅନୁଗୁଳ: ରାଜ୍ୟରେ ଦୁର୍ନୀତିଗ୍ରସ୍ତ ଓ ଅପାରଗ ଅଧିକାରୀ, କର୍ମଚାରୀଙ୍କ ବିରୁଦ୍ଧରେ ମୁଖ୍ୟମନ୍ତ୍ରୀଙ୍କ କଠୋର ଆଭିମୁଖ୍ୟ ଜାରି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସାଧାରଣ ଜୀବନ କ୍ଷେତ୍ରରେ ଉଚ୍ଚନୈତିକ ମୂଲ୍ୟବୋଧ ଓ ସାଧୁତା ବଜାୟ ରଖିବା ଉପରେ ସବୁବେଳେ ଗୁରୁତ୍ବ ଦେଇଆସୁଛନ୍ତି। ମଙ୍ଗଳବାର ରାଜ୍ୟ…