ବିଦ୍ୟୁତ୍ ତାର ଚୋରି ଓ ଡକାୟତି ମାମଲାରେ ୫ ଅଭିଯୁକ୍ତଙ୍କୁ କୋର୍ଟ ଚାଲାଣ
ଅନୁଗୋଳ: ଅନୁଗୋଳ ଜିଲ୍ଲା କଣିହାଁ ବ୍ଲକ୍ ରେଙ୍ଗାଳି ପୁଲିସ ଦୁଇଟି ପୃଥକ ମାମଲାରେ ୫ ଜଣ ଅଭିଯୁକ୍ତଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି। ପୁଲିସ ସୂଚନା ଅନୁଯାୟୀ, ଶୁକ୍ରବାର ରାତିରେ ଗେଙ୍ଗୁଟିଆ ଗ୍ରାମ ନିକଟରେ ବିଦ୍ୟୁତ୍ ଖୁଣ୍ଟରୁ ତାର ଚୋରି…




