ଚିତି ସାପ କାମୁଡ଼ାରେ ଯୁବକଙ୍କ ମୃତ୍ୟୁ
ତାଳଚେର: ଅନୁଗୁଳ ଜିଲ୍ଲା ତାଳଚେର ବ୍ଲକ୍ ଗୁରୁଜାଙ୍ଗ ଗ୍ରାମ ପଞ୍ଚାୟତ ଶିରିଗିଡା ଗ୍ରାମରେ ଜଣଙ୍କର ସର୍ପାଘାତରେ ମୃତ୍ୟୁ ଘଟିଛି। ମୃତକ ହେଲେ ବାଇଧର ଦାସଙ୍କ ପୁଅ ଜିତୁ ଦାସ। ସୂଚନା ଅନୁସାରେ, ରବିବାର ରାତିରେ ଜିତୁଙ୍କୁ ଏକ ଜନ୍ତୁ କାମୁଡ଼ିବା ପରେ…
ତାଳଚେର: ଅନୁଗୁଳ ଜିଲ୍ଲା ତାଳଚେର ବ୍ଲକ୍ ଗୁରୁଜାଙ୍ଗ ଗ୍ରାମ ପଞ୍ଚାୟତ ଶିରିଗିଡା ଗ୍ରାମରେ ଜଣଙ୍କର ସର୍ପାଘାତରେ ମୃତ୍ୟୁ ଘଟିଛି। ମୃତକ ହେଲେ ବାଇଧର ଦାସଙ୍କ ପୁଅ ଜିତୁ ଦାସ। ସୂଚନା ଅନୁସାରେ, ରବିବାର ରାତିରେ ଜିତୁଙ୍କୁ ଏକ ଜନ୍ତୁ କାମୁଡ଼ିବା ପରେ…
ତାଳଚେର: ତାଳଚେରର ପ୍ରସିଦ୍ଧ ଗଣେଶ ପୂଜା ହେବାକୁ ଦୁଇ ମାସରୁ ଅଧିକ ସମୟ ବାକି ଅଛି। ଚଳିତ ବର୍ଷ କାରିଗରପଡା ଯୁବକ ସଂଘ ଗଣେଶ ପୂଜା କମିଟି ତାର ରୋପ୍ୟ ଜୟନ୍ତୀ ପାଳନ କରିବାକୁ ଯାଉଛି। ଏହି ଅବସରରେ ଆଜି ସ୍ଥାନୀୟ…
ଅନୁଗୁଳ: ଅନୁଗୁଳ ଜିଲ୍ଲାର ଏକ ନାମୀ ଦାମୀ ଶିକ୍ଷାନୁଷ୍ଠାନ ହେଉଛି ତାଳଚେର ସ୍ୱୟଂଶାସିତ ମହାବିଦ୍ୟାଳୟ। ଶିକ୍ଷା କ୍ଷେତ୍ରରେ ଏହି କଲେଜର ଅନେକ ଗରିମା ରହିଆସିଛି। କିନ୍ତୁ କିଛି ଅସାଧୁ ଅଧ୍ୟାପକ ଓ କର୍ମଚାରୀଙ୍କ ପାଇଁ କଲେଜ ବଦନାମ ହେଉଛି। ଆଜି ସେଭଳି…
ତାଳଚେର: ତାଳଚେର ବଡ଼ଯୋରଡ଼ା ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିର ପରିସରରେ ତ୍ରିଦିବସୀୟ ସାମୂହିକ ଆଚାର୍ଯ୍ୟ କାର୍ଯ୍ୟଶାଳା ଅନୁଷ୍ଠିତ ହୋଇଯାଇଛି। ତାଳଚେର ସଙ୍କୁଳ ସଂଯୋଜକ ତଥା ତାଳଚେର ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିରର ପ୍ରଧାନାଚାର୍ଯ୍ୟ ହେମନ୍ତ କୁମାର ପ୍ରଧାନଙ୍କ ଆବାହକତ୍ୱରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ବଡଯୋରଡା,…
ତାଳଚେର: ଶ୍ରମ ବିଭାଗ ପକ୍ଷରୁ ତାଳଚେର ଅଞ୍ଚଳର ବହ୍ଲର ଛକ ନିକଟରେ ଏକ ଢାବାରେ ଚଢ଼ଉ କରାଯାଇ ଜଣେ ଶିଶୁ ଶ୍ରମିକକୁ ଉଦ୍ଧାର କରାଯାଇଛି। ଶିଶୁ ଶ୍ରମିକ ଜଣକ ଅନେକ ଦିନ ହେବ ଏହି ଢାବାରେ ରହି କାର୍ଯ୍ୟ କରିଆସୁଥିଲା…
ତାଳଚେର: ଶୁକ୍ରବାର ତାଳଚେର ବାଘୁଆବୋଲ ନିକଟରେ ଗୋ ମାଂସ ନେଉଥିବା ବେଳେ ମାଫିଆଙ୍କୁ ଧରିଛି ବଜରଙ୍ଗ ଦଳ। ସୂଚନା ମୁତାବକ, ବଜରଙ୍ଗ ଦଳର ସଦସ୍ୟମାନେ ଖବର ପାଇ ଗୋ ମାଂସ ବୋଝେଇ ଗାଡ଼ିକୁ ଧରିଥିଲେ। ଘଟଣାସ୍ଥଳରେ ସ୍ଥାନୀୟ ଲୋକେ ଏହି ମାଫିଆମାନଙ୍କୁ…
ତାଳଚେର: ଭୁବନେଶ୍ୱର ଠାରେ କିଛି ଦିନ ପୂର୍ବରୁ ଜଣେ ମହିଳା ସାମ୍ବାଦିକାଙ୍କୁ ଅସଦାଚରଣ କରିବା ପ୍ରତିବାଦରେ ତାଳଚେର ସାମ୍ବାଦିକଙ୍କ ପକ୍ଷରୁ ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଉପଜିଲ୍ଲାପାଳଙ୍କ ଜରିଆରେ ବିଡିଓଙ୍କୁ ଦାବୀପତ୍ର ପ୍ରଦାନ କରାଯାଇଛି । ମହିଳା ସାମ୍ବାଦିକା ଜଣକ ଖବର ସଂଗ୍ରହ ବେଳେ…
ଅନୁଗୁଳ : ତାଳଚେର ଅଞ୍ଚଳରେ ଅଭିନବ ଉପାୟରେ ଠକେଇ କରି ଯୁବକ ଫେରାର। ଏହି ମାଷ୍ଟର ମାଇଣ୍ଡ ହେଲା ରଞ୍ଜିତ ସାହୁ। ରଞ୍ଜିତ ନିଜକୁ ବିଲଡର କହି ପ୍ରଲୋଭନ ଦେଖାଇ ପ୍ରଥମେ ପ୍ରଥମେ ଅଳ୍ପ ଟଙ୍କା ନେଇ ସୁଧ ସହ ସୁଝୁ…
ତାଳଚେର: ତାଳଚେର ବ୍ଲକ ଅନ୍ତର୍ଗତ ଘଂଟପଡ଼ା ଗ୍ରାମର ବିଜେପି ସମର୍ଥିତ ପୂର୍ବତନ ସରପଞ୍ଚ ଉଗ୍ରସେନ ସାହୁଙ୍କ ଆଜି ପରଲୋକ ହୋଇଛି। ମୃତ୍ୟୁ ବେଳକୁ ତାଙ୍କୁ ୫୦ ବର୍ଷ ହୋଇଥିଲା। ସ୍ବର୍ଗତ ସାହୁ ବିଜେପିର ଜଣେ ସକ୍ରିୟ ସଂଗଠକ ଥିଲେ। ସେ ଦୁଇଦୁଇ…
ତାଳଚେର: ବିଶିଷ୍ଟ ବ୍ୟଙ୍ଗ ଚିତ୍ରଶିଳ୍ପୀ ତଥା ସାମ୍ବାଦିକ ଗୌରବ ସ୍ୱର୍ଗତ ଦିବାକର ମିଶ୍ରଙ୍କର ୧୦୯ତମ ଜନ୍ମ ଜୟନ୍ତୀ ଉତ୍ସବ ପାଳିତ ହୋଇଯାଇଛି। ଏହି ଅବସରରେ ବୁଧବାର ତାଳଚେର ସହରର ବଜାର ଛକ ଠାରେ ଥିବା ସ୍ୱର୍ଗତ ମିଶ୍ରଙ୍କ ପ୍ରତିମୂର୍ତ୍ତିରେ ପୂର୍ବତନ ସଂସଦ…