ମହାନ୍ ଗଣିତଜ୍ଞ ଶ୍ରୀନିବାସ ରାମାନୁଜନଙ୍କ ସ୍ମୃତିରେ ଜାତୀୟ ଗଣିତ ଦିବସ ପାଳିଲେ କଳମଛୁଇଁ ଶିଶୁମନ୍ଦିରରେ ଛାତ୍ରଛାତ୍ରୀ
ତାଳଚେର: ତାଳଚେର ବ୍ଲକ କଳମଛୁଇଁ ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିର ପରିସରରେ ଜାତୀୟ ଗଣିତ ଦିବସ ପାଳିତ ହୋଇଛି। ପ୍ରଧାନାଚାର୍ଯ୍ୟ ଅନୀଲ କୁମାର ଦେହୁରୀଙ୍କ ଆବାହକତ୍ବରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ପରିଚାଳନା ସମିତିର ସଭାପତି ଦୁର୍ଯ୍ୟୋଧନ ସାହୁ ଅଧ୍ୟକ୍ଷତା କରିଥିବା ବେଳେ ସମ୍ପାଦକ…




