ଜାଲ୍ କାଗଜାତ୍ ପ୍ରସ୍ତୁତକାରୀ ୪ ଗିରଫ
ଅନୁଗୁଳ: ଏମସିଏଲ ତାଳଚେର କୋଇଲା ଖଣି ଅଞ୍ଚଳରେ ବେଧଡ଼କ ଭାବେ ଦୀର୍ଘ ଦିନ ଜାଲ ଟ୍ରାଞ୍ଜିଟପାସ୍, ଚାଲାଣ, ଆଧାରକାର୍ଡ, ପ୍ୟାନକାର୍ଡ ଓ ସିଲ କାରବାର ଚଳାଇ ଆସିଥିବା ଏକ ଗ୍ୟାଙ୍ଗକୁ କାବୁ କରିବାରେ ସଫଳ ହୋଇଛି ପୁଲିସ । ଏହି କାରବାରରେ…
ଅନୁଗୁଳ: ଏମସିଏଲ ତାଳଚେର କୋଇଲା ଖଣି ଅଞ୍ଚଳରେ ବେଧଡ଼କ ଭାବେ ଦୀର୍ଘ ଦିନ ଜାଲ ଟ୍ରାଞ୍ଜିଟପାସ୍, ଚାଲାଣ, ଆଧାରକାର୍ଡ, ପ୍ୟାନକାର୍ଡ ଓ ସିଲ କାରବାର ଚଳାଇ ଆସିଥିବା ଏକ ଗ୍ୟାଙ୍ଗକୁ କାବୁ କରିବାରେ ସଫଳ ହୋଇଛି ପୁଲିସ । ଏହି କାରବାରରେ…
ତାଳଚେର: ତାଳଚେର କୃଷି ସେବା ଓ ପରାମର୍ଶ କେନ୍ଦ୍ରଠାରେ ଜିଲ୍ଲାସ୍ତରୀୟ କୃଷି ସଚେତନତା ରଥ ଉଦ୍ଘାଟିତ ହୋଇଛି। ତାଳଚେର ପଞ୍ଚାୟତ ସମିତି ଅଧ୍ୟକ୍ଷ ବୃନ୍ଦାବନ ବେହେରା, କୃଷି ରଥର ଉଦ୍ଘାଟନ କରିଥିଲେ । କାର୍ଯ୍ୟକ୍ରମରେ ‘ଆତ୍ମା’ର ଅଧ୍ୟକ୍ଷ ନରେଶଚନ୍ଦ୍ର ବେହେରା, ଜିଲ୍ଲା…
ଅନୁଗୁଳ: ତାଳଚେର ପୁଲିସକୁ ଗୁରୁବାର ମିଳିଛି ଏକ ବଡ଼ ସଫଳତା। ବିଶେଷ ସୂତ୍ରରୁ ଖବର ପାଇ ତାଳଚେର ପୁଲିସ ବ୍ୟାପକ ଧରପଗଡ଼ରେ ଧଳାଜହର କାରବାରେ ସଂପୃକ୍ତ ଏକ ବ୍ୟାକେଟ୍ ଧରାପଡିଛି। ସେମାନଙ୍କଠାରୁ ୧୩.୭୩୦ ଗ୍ରାମ ବ୍ରାଉନ୍ସୁଗର ଜବତ କରାଯାଇଛି । ୬…
ଅନୁଗୁଳ: ଅନ୍ଲାଇନ୍ରେ ପରୀକ୍ଷା କରାଯିବାକୁ ଦାବି କରି ଶନିବାର ତାଳଚେର ସ୍ଵୟଂଶାସିତ ମହାବିଦ୍ୟାଳୟର ଯୁକ୍ତ ୩ ଦ୍ବିତୀୟ ବର୍ଷର ଛାତ୍ରଛାତ୍ରୀମାନେ ଆନ୍ଦୋଳନକୁ ଓହ୍ଲାଇଛନ୍ତି । କରୋନା ସଂକ୍ରମଣ ବୃଦ୍ଧି ପାଉଥିବାରୁ ଛାତ୍ରଛାତ୍ରୀମାନେ ଅଫ୍ଲାଇନ୍ ପରିବର୍ତ୍ତେ ଅନ୍ଲାଇନ୍ରେ ପରୀକ୍ଷା କରାଯିବାକୁ ଦାବି କରିଥିଲେ…
ଅନୁଗୁଳ: ଟିଟିପିଏସ ବନ୍ଦ ପ୍ରତିବାଦରେ ତାଳଚେର କ୍ରିୟାନୁଷ୍ଠାନ କମିଟି ଓ ଏକତା ମଞ୍ଚ ପକ୍ଷରୁ ଆସନ୍ତା ୮ ତାରିଖରେ ତାଳଚେର ବନ୍ଦ ପାଳନ ଲାଗି ନିଷ୍ପତ୍ତି ହୋଇଛି । ସାଂସଦ ମହେଶ ସାହୁଙ୍କ ଦେଉଳବେଡ଼ା ସ୍ଥିତ କାର୍ଯ୍ୟାଳୟ ଠାରେ ତାଙ୍କ ଅଧ୍ୟକ୍ଷତାରେ…
ଅନୁଗୁଳ: ତାଳଚେର ବ୍ଲକ୍ ଅନ୍ତର୍ଗତ ମଦନମୋହନପୁର ଓ ଲାଙ୍ଗିଯୋଡ଼ା ଗ୍ରାମରେ ପାନୀୟ ଜଳ ସମସ୍ୟା ଉତ୍କଟରୂପ ଧାରଣ କରିଛି । ଏହାର ସ୍ଥାୟୀ ପ୍ରତିକାର ପାଇଁ ଗ୍ରାମବାସୀଙ୍କ ପକ୍ଷରୁ ଉପଜିଲ୍ଲାପାଳଙ୍କୁ ଏକ ଦାବିପତ୍ର ଗତ କାଲି ପ୍ରଦାନ କରାଯାଇଛି । ଏମସିଏଲର…
ଅନୁଗୁଳ: ତାଳଚେର ଥର୍ମାଲ ଷ୍ଟେସନ ନିକଟସ୍ଥ ରେଳଧାରଣାରୁ ଗୁରୁବାର ଜଣେ ଯୁବକଙ୍କ ମୃତଦେହ ପୁଲିସ ଉଦ୍ଧାର କରିଛି । ମୃତ ଯୁବକଙ୍କ ବୟସ ୨୫ ବର୍ଷ ହେବ ବୋଲି ଅନୁମାନ କରାଯାଉଛି । ତାଙ୍କ ପରିଚୟ ମିଳିନଥିବା ବେଳେ ବେକରେ କଟାଦାଗ…
ଅନୁଗୁଳ: କଣିହାଁ ବ୍ଳକ୍ ହନୁମାନପୁର ପଂଚାୟତ ଅଧିନସ୍ଥ ବଉଦବେଡ଼ା ଗ୍ରାମର ଘାସିରାମ ସାହୁ(୬୬)ଗତ ୫ଦିନ ହେଲାଣି ଘରୁକେଉଁଆଡ଼େ ପଳାଇ ଯାଇଛନ୍ତି। ପରିବାର ଲୋକ ଚାରିଆଡ଼େ ଖୋଜାଖୋଜି କରି ନିରାଶ ହେବାରୁ ତାଙ୍କ ପୁଅ ସୁଶାନ୍ତ ସାହୁ ଏ ନେଇ ଶନିବାର କଣିହାଁ…
ଅନୁଗୁଳ: କୋଲିୟରୀ ଥାନା ଇଲାକା ସାଉଥବଲଣ୍ଡା ୟୁକୋ ବ୍ୟାଙ୍କ ପରିସରରେ ଜଣେ ମହିଳା ଲୁଟପାଟରେ ଶିକାର ହୋଇଛନ୍ତି । କେହି ଦୁର୍ବୃତ୍ତ ତାଙ୍କ ବ୍ୟାଗରୁ ୨୪ ହଜାର ୬୦୦ ଟଙ୍କା ଝାମ୍ପି ନେଇଥିବା ସେ ଲିଖିତ ଅଭିଯୋଗ କରିଛନ୍ତି । ପୁଲିସ୍…
ଅନୁଗୁଳ: ସାଉଥବଲଣ୍ଡା ସ୍ଥିତ ନୀଳକଣ୍ଠେଶ୍ୱର ଡିଗ୍ରୀ ମହାବିଦ୍ୟାଳୟରେ ଯୁବ ରେଡ୍କ୍ରସ ତରଫରୁ କୋଭିଡ୍-୧୯ ଏବଂ ସ୍ବାସ୍ଥ୍ୟ ସଚେତନତା ଶିବିର ଅନୁଷ୍ଠିତ ହୋଇଛି । ମହାବିଦ୍ୟାଳୟର ଅଧ୍ୟକ୍ଷ ବଳଭଦ୍ର ଜେନାଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଶିବିରରେ ଡାକ୍ତର ଏ. ଭି. ତିର୍କି କୋଭିଡ୍-୧୯ର ଭୟାବହତା…