ପୌରପାଳିକା ପକ୍ଷରୁ ଚଢ଼ଉ, ୫ ଦୋକାନ ସିଲ୍, ୩୦ ହଜାର ଜରିମାନା
ଅନୁଗୁଳ: ତାଳଚେର ପୌରାଞ୍ଚଳରେ କଲୋନା ସଂକ୍ରମଣ ଦ୍ରୁତ ଗତିରେ ମାଡି ଚାଲିଥିବା ବେଳେ ତାଳଚେର ପୌରପାଳିକା ପକ୍ଷରୁ ଚଢ଼ାଉକୁ ଜୋରଦାର କରିଛି । ବୁଧବାର ମାରାଥନ୍ ଚଢ଼ାଉ କରାଯାଇ ୫ଟି ଦୋକାନ ସିଲ୍ କରାଯାଇଛି। ଏଥିସହ କୋଭିଡ ନିୟମ ଉଲଂଘନକାରୀଙ୍କ ଠାରୁ…



