ସାଧାରଣତନ୍ତ୍ର ଦିବସ ପାଇଁ ପ୍ରସ୍ତୁତି ବୈଠକ, ଯୋଗ ଦେଲେ ସମସ୍ତ ଉଚ୍ଚସ୍ତରୀୟ ଅଧିକାରୀ

You are currently viewing ସାଧାରଣତନ୍ତ୍ର ଦିବସ ପାଇଁ ପ୍ରସ୍ତୁତି ବୈଠକ, ଯୋଗ ଦେଲେ ସମସ୍ତ ଉଚ୍ଚସ୍ତରୀୟ ଅଧିକାରୀ

ଅନୁଗୁଳ: ଅନୁଗୁଳ ଜିଲ୍ଲା ତାଳଚେରରେ ସାଧାରଣତନ୍ତ୍ର ଦିବସ ଉପଲକ୍ଷେ ଏକ ପ୍ରସ୍ତୁତି ବୈଠକ ଉପଜିଲ୍ଲାପାଳ ସମୀର କୁମାର ଜେନାଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହେଇଛି। ବୈଠକରେ ଉପଖଣ୍ଡ ଆରକ୍ଷୀ ଅଧୀକ୍ଷକ ମାନସ ରଞ୍ଜନ ବାରିକ, କାର୍ଯ୍ୟନିର୍ବାହୀ ଅଧିକାରୀ ବଳୟ ଦେହୁରୀ, ଯୋଗାଣ ଅଧିକାରୀ ଲିପ୍ସା ରାଣୀ ରାଉତ, ସହାୟକ ଜିଲ୍ଲାପାଳ ଓ ସୂଚନା, ଲୋକସମ୍ପର୍କ ଅଧିକାରୀ ପୁଷ୍ପିତା ମଧୁମତୀ ଦେହୁରୀ, ବିଦ୍ୟାଳୟର ପ୍ରଧାନ ଶିକ୍ଷକ ଶିକ୍ଷୟିତ୍ରୀ, ବିଭିନ୍ନ ମହାବିଦ୍ୟାଳୟର ଅଧ୍ୟାପକ, ଅଧ୍ୟାପିକା ପ୍ରମୁଖ ଉପସ୍ଥିତ ଥିଲେ।

Share

Leave a Reply