ଉତ୍କଳ ଦିବସ ନେଇ ପ୍ରସ୍ତୁତି ବୈଠକ, ସମୀକ୍ଷା କଲେ ଉପଜିଲ୍ଲାପାଳ

You are currently viewing ଉତ୍କଳ ଦିବସ ନେଇ ପ୍ରସ୍ତୁତି ବୈଠକ, ସମୀକ୍ଷା କଲେ ଉପଜିଲ୍ଲାପାଳ

ଅନୁଗୁଳ: ଉତ୍କଳ ଦିବସ ଉପଲକ୍ଷେ ଏକ ପ୍ରସ୍ତୁତି ବୈଠକ ଆଜି ଉପଜିଲ୍ଲାପାଳ ସମୀର କୁମାର ଜେନାଙ୍କ ଅଧ୍ୟକ୍ଷତାରେ ଉପଜିଲ୍ଲାପାଳ ସମ୍ମିଳନୀ କକ୍ଷରେ ଆୟୋଜିତ ହୋଇଛି।

ବୈଠକରେ ତାଳଚେର ଗୋଷ୍ଠୀ ଉନ୍ନୟନ ଅଧିକାରୀ, କାର୍ଯ୍ୟନିର୍ବାହୀ ଅଧିକାରୀ, ସହାୟକ ଜିଲ୍ଲାପାଳ ଓ ସୂଚନା, ଲୋକସମ୍ପର୍କ ଅଧିକାରୀ, ସିଭିଲ ଡିଫେନ୍ସ ଅଫିସର ଶିକ୍ଷା ଅଧିକାରୀ, ବିଭିନ୍ନ ବିଦ୍ୟାଳୟର ପ୍ରଧାନ ଶିକ୍ଷକ, ଶିକ୍ଷୟିତ୍ରୀ, ବିଭିନ୍ନ ମହାବିଦ୍ୟାଳୟର ଅଧ୍ୟାପକ, ଅଧ୍ୟାପିକା, ଗଣମାଧ୍ୟମ ପ୍ରତିନିଧି, ସମାଜସେବୀ, ଆଇନଜୀବୀ ପ୍ରମୁଖ ଉପସ୍ଥିତ ଥିଲେ।

Share

Leave a Reply