ଭୁବନେଶ୍ବର: ଆଜି ହେଉଛି ଭାରତରତ୍ନ ପୂର୍ବତନ ପ୍ରଧାନମନ୍ତ୍ରୀ ଅଟଳ ବିହାରୀ ବାଜପେୟୀଙ୍କ ଶ୍ରାଦ୍ଧ ଦିବସ। ଏ ଅବସରରେ ଆଜି ସମସ୍ତେ ତାଙ୍କୁ ଶ୍ରଦ୍ଧାଞ୍ଜଳି ଜ୍ଞାପନ କରୁଛନ୍ତି। ଏକ ସମୃଦ୍ଧ ଭାରତ ଗଠନରେ ତାଙ୍କ ଭୂମିକା ଗୁରୁତ୍ୱପୂର୍ଣ୍ଣ ଥିଲା। ଆଜି ବାଜପେୟୀଙ୍କ ପୁଣ୍ୟତିଥିରେ ଦିଲ୍ଲୀରେ ତାଙ୍କୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ, ଉପରାଷ୍ଟ୍ରପତି ଜଗଦୀପ ଧନକର, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସମେତ ବହୁ ବଡ଼ ନେତା ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି।
ଆଜି ଭାରତରତ୍ନ ଅଟଳ ବିହାରୀ ବାଜପେୟୀଙ୍କ ୪ର୍ଥ ଶ୍ରାଦ୍ଧ ଦିବସ, ଶ୍ରଦ୍ଧାଞ୍ଜଳି ଜଣାଇଲେ ବଡ଼ ବଡ଼ ନେତା
- Post published:August 16, 2022
- Post category:ମୁଖ୍ୟ ଖବର
- Post comments:0 Comments
- Post author:Angul TV Bureau

Tags: Angul