ଦୁଇ ବଖରା ଘର ପୋଡ଼ିଗଲା

You are currently viewing ଦୁଇ ବଖରା ଘର ପୋଡ଼ିଗଲା

ଅନୁଗୁଳ: ଅନୁଗୁଳ ଶିକ୍ଷକପଡ଼ା ସାଇ ମନ୍ଦିର ପଛପଟେ ଥିବା ସାଇନଗର ବସ୍ତିରେ ଶନିବାର ଅପରାହ୍ନରେ ଅଗ୍ନିକାଣ୍ଡ ଘଟି ଦୁଇ ବଖରା ଘର ପୋଡିଯାଇଛି। ସର୍ଟ ସର୍କିଟ ଯୋଗୁଁ ଅଗ୍ନିକାଣ୍ଡ ଘଟିଥିବା ଆଶଙ୍କା କରାଯାଉଛି। ଅନୁଗୁଳ ଅଗ୍ନିଶମ ବାହିନୀ ଖବର ପାଇ ଘଟଣା ସ୍ଥଳରେ ପହଞ୍ଚି ନିଆଁକୁ ଆୟତ୍ତ କରିଥିଲେ।

Share

Leave a Reply