CADLAB

ପାରିବାରିକ କଳହରୁ ଯୁବକଙ୍କ ଆତ୍ମହତ୍ୟା

0

ଅନୁଗୁଳ: ଜରପଡ଼ା ଥାନା ଅନ୍ତର୍ଗତ ବଡହିଂସର୍ ଗ୍ରମର ବୈକୁଣ୍ଠ ସାହୁ(୪୦) ପରିବାରିକ କଳହକୁ ନେଇ ଆତ୍ମହତ୍ୟା କରିଥିବା ଜଣାପଡ଼ିଛି। ଗ୍ରାମ ରାସ୍ତା ପାର୍ଶ୍ୱରେ ଥିବା ଏକ ଗଛରେ ରଶି ଲଗାଇ ବୈକୁଣ୍ଠ ଆତ୍ମହତ୍ୟା କରିଥିବା ସୁନୀୟ ଲୋକେ ଦେଖି ପୁଲିସକୁ ଖବର ଦେଇଥିଲେ । ପରିବାର ଲେକେ ପହଞ୍ଚି ମୃତଦେହ ଚିହ୍ନଟ କରିଥିଲେ। ପୁଲିସ ପହଞ୍ଚି ଶବ ଜବତ କରି ବ୍ୟବଚ୍ଛେଦ ନିମନ୍ତେ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ପଠାଇବା ସହ ଏକ ଅପମୃତ୍ୟୁ ମାମଲା ରୁଜୁ କରିଛି।

Leave A Reply

Your email address will not be published.